ଜଳିଗଲା ୪ଟି ମାଛ ଦୋକାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 14, 2019

ଜଳିଗଲା ୪ଟି ମାଛ ଦୋକାନ

fire

ପାରାଦୀପ (ରମାକାନ୍ତ ନାୟକ): ପାରାଦୀପ ସ୍ଥିତ କୁଜଙ୍ଗ ଥାନା ଅନ୍ତର୍ଗତ ମାଳହୁଙ୍କା ବଜାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ଟି ମାଛ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଗତରାତିରେ ଏହି ଅଘଟଣ ଘଟିଛି।

ସ୍ଥାନୀୟ ଲୋକ ପାଣି ପକାଇ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ହେଲେ ସଫଳ ହୋଇ ନଥିଲେ। ନିଆଁରେ ଲକ୍ଷାଧିକ ଟଙ୍କାର ମାଛ ଓ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଥିଲା।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆଜି ମାଳହୁଙ୍କା ବଜାର ବନ୍ଦ ଡାକରା ଦିଆଯାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2LJ3JTJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages