୨୦ ମେ’, ସୋମବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 19, 2019

୨୦ ମେ’, ସୋମବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

astro

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତିବ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣି ପାରନ୍ତି।

ସିଂହ:  ମାନ-ସମ୍ମାନ ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।

ତୁଳା:  ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବିଚ୍ଛା: ଜୀବନସାଥୀଙ୍କ ସହଯୋଗ ମିଳିବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତି ଦେଖାଦେଇପାରେ।

ମୀନ:  ବ୍ୟସ୍ତତା ଭିତରେ ଦିନଟି କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।



from Odisha Reporter http://bit.ly/2JtprZY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages