ଫୋନି’ ମୁକାବିଲା: ରେଲୱେ ଜାରିକଲା ହେଲ୍‌ପ ଲାଇନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 2, 2019

ଫୋନି’ ମୁକାବିଲା: ରେଲୱେ ଜାରିକଲା ହେଲ୍‌ପ ଲାଇନ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ଆସନ୍ତାକାଲି ପୁରୀ ଆଖପାଖ ଅଞ୍ଚଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହା ପୂର୍ବରୁ ସତର୍କ ହୋଇଛି ପୂର୍ବତଟ ରେଳପଥ। ସେଥିପାଇଁ ହାୱଡା-ବିଜୟନଗରମ୍‌ ମଧ୍ୟରେ ଚଳାଚଳ କରୁଥିବା ୧୦୩ ଟ୍ରେନ୍‌ ବାତିଲ କରି ଦିଆଯାଇଛି। ଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଛି।

ଏଥିପାଇଁ ରେଳ ବିଭାଗ ପକ୍ଷରୁ ହେଲ୍‌ପ ଲାଇନ ନମ୍ବର ଜାରି କରାଯାଇଛି। ଭୁବନେଶ୍ୱର ପାଇଁ ୦୬୭୪-୨୩୦୩୦୬୦, ୨୩୦୧୫୨୫, ୨୩୦୧୬୨୫ ଓ ଖୋର୍ଦ୍ଧା ରୋଡ୍ ପାଇଁ ୦୬୭୪-୨୪୯୦୦୧୦, ୨୪୯୨୫୧୧, ୨୪୯୨୬୧୧ ହେଲ୍‌ପ ଲାଇନ୍‌ ନମ୍ୱର ଜାରି କରାଯାଇଛି। ସେହିପରି ସମ୍ବଲପୁର ପାଇଁ ୦୬୬୩- ୨୫୩୨୨୩୦, ୨୫୩୩୦୩୭, ୨୫୩୨୩୦୨; ପୁରୀ ପାଇଁ ୦୬୭୫୨-୨୨୫୯୨୨, ଭଦ୍ରକ ପାଇଁ ୦୬୭୮୪-୨୩୦୮୨୭, କଟକ: ୦୬୭୧-୨୨୦୧୮୬୫, ବ୍ରହ୍ମପୁର ପାଇଁ ୦୬୮୦-୨୨୨୯୬୩୨, ବିଶାଖାପାଟନମ୍ ପାଇଁ ୦୮୯୧- ୨୭୪୬୨୫୫, ୦୮୯୧- ୧୦୭୨ ହେଲ୍‌ପ ଲାଇନ୍‌ ନମ୍ୱର ଜାରି କରିଛି ରେଳ ବିଭାଗ।



from Odisha Reporter http://bit.ly/2V8cBXe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages