ସେକ୍ସ ରାକେଟ୍ ଠାବ, ୪ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 5, 2019

ସେକ୍ସ ରାକେଟ୍ ଠାବ, ୪ ଗିରଫ

gajapati

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ଏକ ସେକ୍ସ ରାକେଟ୍ ଠାବ କରାଯାଇଥିବା ବେଳେ ୪ ଜଣଙ୍କୁ ଗିରଫ କରାଯାଇଛି। ଏହା ସହିତ ୩ ଜଣ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଛି।

ପାରଳାଖେମୁଣ୍ଡି ସ୍ଥିତ ଇନ୍ଦ୍ର ଲଜ୍‌ ଉପରେ ଦେହ ବେପାର ଚାଲିଥିବା ନେଇ ଗତକାଲି ପୁଲିସ୍ କୌଣସି ସୂତ୍ରରୁ ଖବର ପାଇ ଚଢ଼ଉ କରିଥିଲେ। ଏହି ସମୟରେ ଅସଞ୍ଜତ ଅବସ୍ଥାରେ ଥିବା ୩ ଗ୍ରାହକଙ୍କୁ ଗିରଫ କରାଯାଇଥିବା ବେଳେ ୩ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଲଜ୍‌ ମାଲିକଙ୍କୁ ମଧ୍ୟ ପୁଲିସ୍ ଗିରଫ କରିଛି। ସେମାନଙ୍କ ନିକଟରୁ ୪ଟି ମୋବାଇଲ୍‌ ଓ ୩୮୪୦ ଟଙ୍କା ଜବତ କରାଯାଇଛି।

ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ପି ଶାରା ଶର୍ମା ସୂଚନା ଦେଇଛନ୍ତି।



from Odisha Reporter http://bit.ly/2LqQXcx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages