କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଇସ୍ତଫା ପତ୍ର ଅଗ୍ରାହ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 25, 2019

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଇସ୍ତଫା ପତ୍ର ଅଗ୍ରାହ୍ୟ

congress working committee meeting

ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକରେ ଅଗ୍ରାହ୍ୟ ହେଲା ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଇସ୍ତଫା ପତ୍ର। ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ କରିବା ପରେ ନିଜ ପଦରୁ ଗୁରୁବାର ଦିନ ଇସ୍ତଫା ଦେଇଥିଲେ କଂଗ୍ରେସ ଅଧ୍ୟକ୍ଷ।

ଆଜି ଦିଲ୍ଲୀ କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ କଂଗ୍ରେସ ଓ୍ୱାର୍କିଂ କମିଟି ବୈଠକ ଚାଲିଛି। ଏହି ବୈଠକର ପ୍ରଥମ ପର୍ଯ୍ୟାୟରେ ରାହୁଲ ଗାନ୍ଧିଙ୍କ ଇସ୍ତଫା ବାବଦରେ ସିଡବ୍ଲ୍ୟସି ସଦସ୍ୟଙ୍କ ଆଗରେ ଆଲୋଚନା ହୋଇଥିଲା। ଏହାପରେ ଇସ୍ତଫା ପତ୍ରକୁ ଗ୍ରହଣ କରାଯାଇନଥିବା ଜଣାପଡ଼ିଛି।

କଂଗ୍ରେସ କାର୍ଯ୍ୟକାରିଣୀ କମିଟିରେ ମୋଟ ୨୩ ଜଣ ସଦସ୍ୟ ରହିଛନ୍ତି। ଚଳିତ ଥର ୪ ଜଣ ସଂସଦକୁ ନିର୍ବାଚିତ ହୋଇଥିବା ବେଳେ ୧୨ ଜଣ ପରାଜୟ ହୋଇଛନ୍ତି। ଏବଂ ୭ ଜଣ ଚଳିତଥର ନିର୍ବାଚନ ଲଢ଼ିନଥିଲେ।



from Odisha Reporter http://bit.ly/2W3PYUw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages