ବିଧବାଙ୍କୁ ଦୁଷ୍କର୍ମ ମାମଲାରେ ୪ ଜଣଙ୍କୁ ୨୦ ବର୍ଷ ଜେଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 8, 2019

ବିଧବାଙ୍କୁ ଦୁଷ୍କର୍ମ ମାମଲାରେ ୪ ଜଣଙ୍କୁ ୨୦ ବର୍ଷ ଜେଲ

ଗଞ୍ଜାମ(ଓଡ଼ିଶାରିପୋର୍ଟର):ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ୨୦୧୩ ମସିହାରେ ହୋଇଥିବା ଏକ ଦୁଷ୍କର୍ମ ମାମଲାରେ ଜଣେ ଅଟୋ ଚାଳକଙ୍କ ସମେତ ୪ ଜଣଙ୍କୁ କାରାଦଣ୍ଡ ହୋଇଛି।

ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଛତ୍ରପୁର ଅତିରିକ୍ତ ଜିଲ୍ଲା ଜଜ୍ ଶିଖାରାଣୀ ରଥ ୪ ଜଣଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡ ସହ ୩୦ ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି।

୨୦୧୩ ମସିହାରେ ପୁରୁଷୋତ୍ତମପୁରର ଜଣେ ବିଧବା ମହିଳାଙ୍କୁ ତାରାତାରିଣୀ ମନ୍ଦିର ନେବା ବାହାନାରେ ଅଟୋ ଚାଳକ ଜଣକ ଡାକିଥିଲା। ସେଠାରେ ଥିବା ତା’ର ଆଉ ୩ ଜଣ ସାଙ୍ଗ ମହିଳାଙ୍କ ସହ ଦୁଷ୍କର୍ମ କରିଥିଲେ। ତେବେ ଅଟୋ ଚାଳକ ଜଣକ ନିଜେ ଦୁଷ୍କର୍ମ କରିନଥିଲେ ବି ଏହି ଯୋଜନାରେ ସଂପୃକ୍ତ ଥିଲା ବୋଲି ଅଭିଯୋଗ ହୋଇଥିଲା।



from Odisha Reporter http://bit.ly/2DSf65x

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages