ଆଜି ବିଧାନସଭା ବାଚସ୍ପତି ନିର୍ବାଚନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 31, 2019

ଆଜି ବିଧାନସଭା ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବୀନ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହୋଇଯାଇଛି। ଏବେ କାମଚଳା ବାଚସ୍ପତି ବିଧାନସଭା ଚଳାଉଥିବା ବେଳେ ଆଜି ହେବ ବାଚସ୍ପତି ନିର୍ବାଚନ। ଶାସକ ବିଜେଡି ବରିଷ୍ଠ ନେତା ତଥା ସାତ ଥର ବିଧାୟକ ହୋଇଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ପ୍ରାର୍ଥୀ କରିଛି।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋସନ ଆଣିଛନ୍ତି। ବିଧାନସଭାରେ ବିଜେଡିର ସଂଖ୍ୟାଗରିଷ୍ଠତା ଦୃଷ୍ଟିରୁ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ହେବା ନିଶ୍ଚିତ। ଗତ ଗୁରୁବାର କାମଚଳା ବାଚସ୍ପତି ଅମର ଶତପଥୀ ବିଧାୟକମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ।



from Odisha Reporter http://bit.ly/2XqNTPf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages