ଧୂଳିଝଡ଼ ଓ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 17, 2019

ଧୂଳିଝଡ଼ ଓ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ସମ୍ଭାବନା

thunderstorm

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଞ୍ଚଳକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଧୂଳିଝଡ଼ ଓ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାତି ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକ ହେଉଛି- ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ଯୋଗୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ୫ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।



from Odisha Reporter http://bit.ly/2YyGy00

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages