ମେ’୧୬, ଗୁରୁବାର: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 15, 2019

ମେ’୧୬, ଗୁରୁବାର: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟବସାୟ ସମ୍ପର୍କିତ ମାମଲାରେ ଟିକେ ସତର୍କ ରୁହନ୍ତୁ।

ବୃଷ: ଅଧିକ ଚିନ୍ତିତ ରହିବେ। ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। ବ୍ୟବହାର ଓ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। ବ୍ୟବହାର ଓ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

କର୍କଟ: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାରରେ ଶାନ୍ତି ଓ ଆନନ୍ଦର ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ ରହିବ।

ସିଂହ: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଅର୍ଥ କାରବାରକୁ ନେଇ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରନ୍ତୁ ନାହିଁ। କୋର୍ଟ କଚେରୀ ମାମଲାରୁ ଦୂରରେ ରୁହନ୍ତୁ।

କନ୍ୟା: ଅଟକି ରହିଥିବା ଧନ ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶ ଯାତ୍ରାର ଯୋଗ ରହିଛି।

ତୁଳା: ଚାକିରି କରିଥିବା ବ୍ୟକ୍ତିଙ୍କ ପଦୋନ୍ନତି ହେବାର ସମ୍ଭାବନା ରହିଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧନପ୍ରାପ୍ତି ଯୋଗ ରହିଛି।

ବିଛା: ବ୍ୟବସାୟ କ୍ଷେତ୍ରରେ ଆଶାମୁତାବକ ଲାଭ ମିଳିବ। ପରିବାର ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ: ବାଦ-ବିବାଦ ଠାରୁ ଦୂରରେ ରୁହନ୍ତୁ। ବୟସ୍କ ବ୍ୟକ୍ତିଙ୍କୁ ସମ୍ମାନ କରନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ।

ମକର: ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଖର୍ଚ୍ଚ ବଢ଼ିପାରେ। ତେଣୁ ଦେଖିଚାହିଁ ଖର୍ଚ୍ଚ କରନ୍ତୁ। ଭଗବାନଙ୍କୁ ସ୍ମରଣ କରନ୍ତୁ।

କୁମ୍ଭ: ଦିନଟି ଭଲରେ କଟିବ। କାର୍ଯ୍ୟରେ ସଫଳତା ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଧ୍ୟାନ ଦିଅନ୍ତୁ।

ମୀନ: ଶୁଭ ଖବର ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ପେଟରେ ଯନ୍ତ୍ରଣା ହୋଇପାରେ। ପରିବାରରେ ଭଲ ବାତାବରଣ ରହିବ।



from Odisha Reporter http://bit.ly/2WKEOjV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages