ଆଜି ୪ ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 21, 2019

ଆଜି ୪ ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା

lighting

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତେବେ ଆଜି ୪ଟି ଜିଲ୍ଲାରେ ଧୂଳିଝଡ଼, କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି।

ଏହି ଜିଲ୍ଲା ଗୁଡ଼ିକରେ ଅପରାହ୍ଣ ୩ଟା ୩୦ ଯାଏ ସତର୍କ ରହିବାକୁ କୁହାଯାଇଛି। ଏହି ମସୟରେ ହାଲ୍‌କା ବର୍ଷା ହେବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।



from Odisha Reporter http://bit.ly/2LZC417

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages