ଦୋକାନରେ ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 24, 2019

ଦୋକାନରେ ନିଆଁ

fair

ରାୟଗଡ଼ା(ମନୋଜ ପାତ୍ର):ରାୟଗଡ଼ା ସହର ସ୍ଥିତ ସାରଳା ଛକର ଓଭରବ୍ରିଜ୍‌ ତଳେ ଥିବା ଦୋକାନ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଜି ଭୋରରେ ଏକ ଘଣ୍ଟା, ଚପଲ ଓ ଫଳ ଦୋକାନରେ କୌଣସି କାରଣରୁ  ନିଆଁ ଲାଗି ଯାଇଥିଲା।

ଖବର ପାଇ ଅଗ୍ନିଶମ ବିଭାଗ ଆସି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ  ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି। ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।



from Odisha Reporter http://bit.ly/2XdP8Rm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages