‘ପୁରୀରୁ ୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 1, 2019

‘ପୁରୀରୁ ୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ’

ପୁରୀ(ଓଡ଼ିଶା ରିପୋର୍ଟର): କାଲି ଦିନ ୧୨ଟା ସୁଦ୍ଧା ପୁରୀ ଜିଲ୍ଲାରୁ ୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ଚିଲିକା ଭିତରେ ଥିବା ଓ ଏହାକୁ ଲାଗି ରହିଥିବା ସବୁ ଗାଁ ଲୋକଙ୍କୁ ପ୍ରଥମେ ସ୍ଥାନାନ୍ତର କରାଯିବ। ପୁରୀର ବିଭିନ୍ନ ହୋଟେଲର ତଳ ମହଲାରେ ଥିବା ପର୍ଯ୍ୟଟକଙ୍କୁ ମଧ୍ୟ ସ୍ଥାନାନ୍ତର କରାଯିବ। ମୁହାଣ ନିକଟବର୍ତ୍ତୀ ଗାଁର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅସ୍ତରଙ୍ଗ ଓ କାକଟପୁର ଅଞ୍ଚଳର ଲୋକଙ୍କୁ ମଧ୍ୟ ସ୍ଥାନାନ୍ତର କରାଯିବ ବୋଲି ପୁରୀ ଜିଲ୍ଲା ଦାୟିତ୍ୱରେ ଥିବା IAS ଅଧିକାରୀ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି।

ଜିରୋ କାଜୁଆଲିଟି ଉପରେ ସେ ଗୁରୁତ୍ୱ ଦେବାସହ ଲୋକଙ୍କୁ ବାହାରକୁ ନ ବାହାରିବା ଲାଗି ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, IMDର ଶେଷ ଖବର ସୁଦ୍ଧା ପୁରୀଠାରୁ ୬୧୦ କିମି ଦୂରରେ ରହିଛି ଫୋନି।



from Odisha Reporter http://bit.ly/2J8a1cQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages