୫ ଜିଲ୍ଲାକୁ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 9, 2019

୫ ଜିଲ୍ଲାକୁ ସତର୍କ ସୂଚନା

thunderstorm

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୫ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ରାତି ୭ଟା ଯାଏ ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନୟାଗଡ଼। ଏହି ସବୁ ସ୍ଥାନରେ ବିଜୁଳି, ଘଡ଼ଘଡ଼ ଓ ପବନ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।



from Odisha Reporter http://bit.ly/2ZZBAea

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages