୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 26, 2019

୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

weather

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୪ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି।

ଏହି ଚାରୋଟି ଜିଲ୍ଲା ହେଉଛି- ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ଏହି ସବୁ ଜିଲ୍ଲାବାସୀ ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆହୁରି ୩ ଦିନ ଯାଏ ଏମିତି ସ୍ଥିତି ରହିବ ବୋଲି ପାଣିପାଗ ବିଭାଗ କହିଛି।



from Odisha Reporter http://bit.ly/2M8MBqM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages