ମେ’ ୨୬ରେ ନୂଆ ସରକାର ଗଠନ କରିବେ ମୋଦି! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 23, 2019

ମେ’ ୨୬ରେ ନୂଆ ସରକାର ଗଠନ କରିବେ ମୋଦି!

ନୂଆଦିଲ୍ଲୀ: ପୁଣିଥରେ ଦେଶ ଗେରୁଆ ମୟ ହେବ ବୋଲି ବର୍ତ୍ତମାନର ଭୋଟ୍‌ ଗଣତି ଆଧାରରେ କୁହାଯାଉଛି। ଅର୍ଥାତ ନରେନ୍ଦ୍ର ମୋଦି ଆସନ୍ତା ୫ ବର୍ଷ ପାଇଁ ଦେଶକୁ ଶାସନ କରିବେ। ତେବେ ନୂଆ ସରକାର ଆସନ୍ତା ୨୬ ତାରିଖ ଦିନ ଗଠନ ହେବ ବୋଲି ଜଣାପଡ଼ିଛି।

୨୬ ତାରିଖ ରବିବାର ପଡ଼ୁଛି। ସେହି ଦିନ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଗଠନ ହେବ। ଏଥିପାଇଁ ଆସନ୍ତାକାଲି ମୋଦି କ୍ୟାବିନେଟ୍‌ ବୈଠକ ଡାକିଥିବା ଜଣାପଡ଼ିଛି।



from Odisha Reporter http://bit.ly/2EulEYh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages