ଅମର ଶତପଥୀ କାମଚଳା ବାଚସ୍ପତି, ୩୦-୩୧ରେ ଶପଥ ନେବେ ବିଧାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 29, 2019

ଅମର ଶତପଥୀ କାମଚଳା ବାଚସ୍ପତି, ୩୦-୩୧ରେ ଶପଥ ନେବେ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ମାସ ୩୦ ଓ ୩୧ତାରିଖରେ ବିଧାନସଭାର ଦୁଇଦିନିଆ ଅଧିବେଶନ ବସିବ। ଏହି ସ୍ୱଳ୍ପ ଅଧିବେଶନରେ ନବନିର୍ବାଚିତ ବିଧାୟକମାନେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହି ଅଧିବେଶନ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ ଚାଲିବ। ବଡ଼ଚଣାର ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତି ପାଇଛନ୍ତି। ସେ ନବନିର୍ବାଚିତ ବିଧାୟକମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଜୁନ୍ ୧ ତାରିଖରେ ବାଚସ୍ପତି ପାଇଁ ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି।



from Odisha Reporter http://bit.ly/2EGRHUU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages