୧ ଜୁନ୍‌, ଶନିବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 31, 2019

୧ ଜୁନ୍‌, ଶନିବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଳସୁଆ ଅନୁଭବ କରିବେ।

ମିଥୁନ: ମାନ-ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି।

କର୍କଟ: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

ସିଂହ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଗହଣା କିଣିପାରନ୍ତି।

କନ୍ୟା: ଆୟଠାରୁ ବ୍ୟୟ ଅଧିକ ହେବ। ତରବରିଆ ହୋଇ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ପିତାମାତାଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି। ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।

ମକର: ମୁଣ୍ଡରେ ଯନ୍ତ୍ରଣା ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି କଥାକୁ ନେଇ ସାଙ୍ଗମାନଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଯାତ୍ରା କରନ୍ତୁ ନାହିଁ।



from Odisha Reporter http://bit.ly/2KiAPaK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages