୨୧ ମେ’, ମଙ୍ଗଳବାର: ଅଳସୁଆ ଅନୁଭବ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 20, 2019

୨୧ ମେ’, ମଙ୍ଗଳବାର: ଅଳସୁଆ ଅନୁଭବ କରିବେ

astro

ମେଷ:  ଶରୀର ଫୂର୍ତ୍ତି ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ।

ବୃଷ:  ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ: ଘରେ ହସଖୁସିର ବାତାବରଣ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମନ ଖୁସି ରହିବ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ଘରକୁ ଅତିଥି ଆସିପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ଯାନବାହନ କିଣିପାରନ୍ତି। ଅନୈତିକ କାର୍ଯ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

ଧନୁ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

ମକର: ଶରୀର ସୁସ୍ଥ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଅଳସୁଆ ଅନୁଭବ କରିବେ।

କୁମ୍ଭ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ଆତ୍ମବିଶ୍ୱାସ ବଢ଼ିବ।

ମୀନ: ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମାଲି ମକଦ୍ଦମାରେ ବିଜୟୀ ହେବେ।



from Odisha Reporter http://bit.ly/2JRkRnL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages