ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୨ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 17, 2019

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୨ ଗୁରୁତର

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ସମୂରଧରଠାରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ହେଉଛନ୍ତି ବସ୍‌ଯାତ୍ରୀ। ସେମାନଙ୍କୁ ଭଟଲୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କେତେ ଜଣଙ୍କ ଅବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି।

ବସ୍‌ଟି ଛତିଶଗଡ଼ର ସରିଆରୁ ବରଗଡ଼ ଅଭିମୁଖେ ଆସୁଥିବା ବେଳେ ଏ ଦୁର୍ଘଟଣା ଘଟିଥିଲା। ବସ୍‌ରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ। ଏହି ୧୨ ଜଣଙ୍କୁ ଛାଡ଼ି ଦେଲେ ଅନ୍ୟମାନେ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି।



from Odisha Reporter http://bit.ly/2Q8n5jI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages