କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 5, 2019

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

deadbody

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥର ନଳାଙ୍ଗ ନିକଟରେ ଥିବା ଏକ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ପ୍ରଶାନ୍ତ ସ୍ୱାଇଁ। ତାଙ୍କ ଘର ବେତଡ଼ା ପଞ୍ଚାୟତ ଅନ୍ତର୍ଗତ ବିରିପଡ଼ା ଗାଁରେ।

ଗତକାଲି ରାତିରେ ପ୍ରଶାନ୍ତ ଭଦ୍ରକରୁ ନିଜ ଗାଁ ବିରିପଡ଼ାକୁ ଏକ ସ୍କୁଟିରେ ଯାଉଥିଲେ। ହେଲେ ଘରେ ପହଞ୍ଚି ନଥିଲେ। ଆଜି ସକାଳେ କେନାଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଭଦ୍ରକ ଗ୍ରାମାଞ୍ଚଳ ପୁଲିସ୍‌ ଘଟଣାର ତଦନ୍ତ କରୁଛି। ପ୍ରଶାନ୍ତଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।



from Odisha Reporter http://bit.ly/2Lp7bTq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages