ବିପିୟୁଟି ସେମିଷ୍ଟାର ପରୀକ୍ଷା ସ୍ଥଗିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 4, 2019

ବିପିୟୁଟି ସେମିଷ୍ଟାର ପରୀକ୍ଷା ସ୍ଥଗିତ

exam

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୟଙ୍କର ସାମୁଦ୍ରିକ ଝଡ଼ ‘ଫୋନି’ ବାତ୍ୟାରେ ରାଜ୍ୟର ବିଭିନ୍ନ ଅଞ୍ଚଳ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତେଣୁ ବିପିୟୁଟି ପକ୍ଷରୁ ସେମିଷ୍ଟାର ପରୀକ୍ଷା ସ୍ଥଗିତ ରଖାଯାଇଛି। ଆସନ୍ତା ୮, ୯, ୧୦, ଓ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ଗୁଡ଼ିକୁ ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ଗୁଡ଼ିକୁ ପରବର୍ତ୍ତୀ ସମୟରେ କରାଯିବ। ଏନେଇ ଖୁବ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିପିୟୁଟି ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter http://bit.ly/2H0a9rT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages