ନଦୀ କୂଳରୁ ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 31, 2019

ନଦୀ କୂଳରୁ ମିଳିଲା ମୃତଦେହ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ନରଡ଼ା ଗାଁ ପାଇକା ନଦୀ କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।  ତାଙ୍କ ପରିଚୟ ମିଳିପାରି ନାହିଁ।

ଗତକାଲି ବିଳମ୍ୱିତ ରାତିରେ କେହି ଦୁବୃର୍ତ୍ତ ତାଙ୍କୁ ପଥରରେ ଛେଚି ହତ୍ୟା କରିଥିବା ପାରିପାର୍ଶ୍ୱକ ସ୍ଥିତିରୁ ସନ୍ଦେହ କରାଯାଉଛି। ପାଟକୁରା ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2Z182vy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages