ଆଣ୍ଡାମାନ୍ ଛୁଇଁଲା ମୌସୁମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 18, 2019

ଆଣ୍ଡାମାନ୍ ଛୁଇଁଲା ମୌସୁମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଆଣ୍ଡାମାନ ନିକୋବର ଛୁଇଁଛି। ଏହି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ମୌସୁମୀ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ଦ୍ୱୀପରେ ବର୍ଷା ଆରମ୍ଭ ହୋଇଯାଇଛି ।

ଆଗାମୀ ୩ରୁ ୪ ଦିନ ମଧ୍ୟରେ ଏହା ସମ୍ପୂର୍ଣ୍ଣ ଆଣ୍ଡାମାନ ସାଗର ଅଞ୍ଚଳରେ ପ୍ରବେଶ କରିବ ବୋଲି ସୂଚନା ମିଳିଛି। ଆଇଏମଡିର ଆକଳନ ଅନୁସାରେ ଜୁନ୍ ୬ରେ କେରଳ ଛୁଇଁପାରେ ମୌସୁମୀ।

ଓଡ଼ିଶାରେ ଜୁନ୍ ୧୦ରେ ମୌସୁମୀ ଛୁଇଁବାକୁ ଥିଲେ ମଧ୍ୟ ସାମାନ୍ୟ ବିଳମ୍ବ ହେବ। ତେବେ ଆହୁରି ୩ ଦିନ ପଶ୍ଚିମ ଓଡ଼ିଶାରେ ହିଟ୍ ୱେଭ୍‌ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter http://bit.ly/2M2RVM6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages