କ୍ଷତବିକ୍ଷତ ଅବସ୍ଥାରେ ଯୁବତୀ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 5, 2019

କ୍ଷତବିକ୍ଷତ ଅବସ୍ଥାରେ ଯୁବତୀ ଉଦ୍ଧାର

younglady

ସୋନପୁର (ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ପାଈକବାହାଲ ଜଙ୍ଗଲରୁ ଆଜି ଜଣେ ଯୁବତୀଙ୍କୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଛି। ତାଙ୍କୁ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତାଙ୍କୁ ଦୁଷ୍କର୍ମ ପରେ ମାରି ଦେବାକୁ ଉଦ୍ୟମ ହୋଇଥିବା ସନ୍ଦେହ କରାଯାଉଛି। ମେଣ୍ଡା ପୁଲିସ୍ ଘଟଣାର ତଦନ୍ତ କରୁଛି।

ଆଜି ସକାଳେ ସାନକଦଳୀପାଲି ଗାଁର କିଛି ମହିଳା କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ସେମାନେ କ୍ଷତାକ୍ତ ଯୁବତୀଙ୍କୁ ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ। ଅନ୍ତଃବସ୍ତ୍ର ଛଡ଼ା ତାଙ୍କ ଶରୀରେ ଆଉ କିଛି ନଥିଲା। ତାଙ୍କ ମୁହଁରେ ବହୁ କ୍ଷତ ହୋଇଛି। ଗାଁ ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ଯୁବତୀ ଜଣଙ୍କ ବଲାଙ୍ଗୀର ଜିଲ୍ଲାର। ତାଙ୍କୁ ଦୁଷ୍କର୍ମ କରାଯାଇଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ କହିବା ଅନୁଯାୟୀ, ତାଙ୍କୁ ଦୁଇ ଜଣ ଯୁବକ ସେ ଅଞ୍ଚଳକୁ ଆଣିଥିଲେ।



from Odisha Reporter http://bit.ly/2VLlB4f

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages