ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 18, 2019

ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ହତ୍ୟା

murder

ଭଞ୍ଜନଗର(ପ୍ରଦୀପ ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଲାଡ଼ି ଗାଁରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଦୀନବନ୍ଧୁ ସ୍ୱାଇଁ। ଗତ ୫ଦିନ ତଳେ ସେ ବିବାହ କରିଥିଲେ। ଗତକାଲି ସନ୍ଧ୍ୟାରେ ସେ ପୋଖରୀକୁ ଗାଧୋଇବା ପାଇଁ ଯାଉଥିବା ବେଳେ ମୁଖା ପିନ୍ଧା ୩ଜଣ ବ୍ୟକ୍ତି ଆସି ତାଙ୍କୁ ପ୍ରଥମେ ଆକ୍ରମଣ କରିଥିଲେ। ଏହାପରେ ଆଉ ୪ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ପକାଇଥିଲେ।

ଦୀନବନ୍ଧୁଙ୍କ ଦାଦା ପୁଅ ଭାଇମାନେ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୂର୍ବରୁ ସେମାନଙ୍କ ମଧ୍ୟରେ ଜମିଜମା ବିବାଦ ନେଇ ଶତ୍ରୁତା ରହିଥିଲା। ଜଗନ୍ନାଥପ୍ରସାଦ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରୁଛି। ହତ୍ୟାକାରୀମାନେ ଫେରାର୍‌ ଥିବା ଜଣାପଡ଼ିଛି।

 



from Odisha Reporter http://bit.ly/2QdzEKz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages