ଗଛରେ ପିଟି ହୋଇ ଜଳିଗଲା ବୋଲେରୋ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 25, 2019

ଗଛରେ ପିଟି ହୋଇ ଜଳିଗଲା ବୋଲେରୋ

car

ଟିଟିଲାଗଡ଼ (ମାନସ ରଞ୍ଜନ ମହାନ୍ତି): ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ କରେଲଧୂଆ ନିକଟରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବୋଲେରୋ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲା। ଏହା ପରେ ସେଥିରେ ନିଆଁ ଲାଗି ଯାଇଥିଲା। ତେବେ ଗାଡ଼ିରେ ବସିଥିବା ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ।

ଗତକାଲି ରାତି ପ୍ରାୟ ସାଢ଼େ ୮ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବୋଲେରୋଟି ବଲାଙ୍ଗିର ଆଡୁ ଦ୍ରୁତ ଗତିରେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ଖବର ପାଇ ସଇଁତଳାରୁ ଦମକଳ ବାହିନୀ ଆସି ଘଟଣାସ୍ଥଳରେ ପହଞ୍ଚି ଥିଲା ଓ ନିଆଁକୁ ଆୟତ୍ତ କରିଥିଲା।



from Odisha Reporter http://bit.ly/2YLeSoP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages