ବୁଧବାର ଶପଥ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 27, 2019

ବୁଧବାର ଶପଥ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

naveenpatnik

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ନିର୍ବାଚନରେ ବିଜେଡିକୁ ଜବରଦସ୍ତ ସଫଳତା ମିଳିଛି। ଆଉ ପଞ୍ଚମଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ୨୯ ତାରିଖ ବୁଧବାର ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଚଳିତ ଥରକୁ ମିଶାଇଲେ ସେ କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶପଥ ସମାରୋହ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ନବୀନ ଏକକାଳୀନ ହିଞ୍ଜିଳି ଓ ବିଜେପୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ସେଠାରୁ ବୃହତ୍ ଭୋଟ୍ ବ୍ୟବଧାନରେ ସେ ବିଜୟୀ ହୋଇଥିଲେ।



from Odisha Reporter http://bit.ly/2M8O1BD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages