୧୦୮ ଆମ୍ୱୁଲାନ୍ସ ଦୁର୍ଘଟଣାଗ୍ରସ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 31, 2019

୧୦୮ ଆମ୍ୱୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ଉଦଳା(ମାନସ ପାଣି): ରୋଗୀ ଆଣିବାକୁ ଯାଉଥିବା ବେଳେ ରାସ୍ତାକଡ଼ରେ ଓଲଟି ପଡ଼ିଲା ୧୦୮ ଆମ୍ୱୁଲାନ୍ସ। ମୟୂରଭଞ୍ଜ ଜିଲ୍ଲା ଉଦଳା-କପ୍ତିପଦା ରାସ୍ତାର ବାଉଁଶପାଳ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଆମ୍ୱୁଲାନ୍ସରେ ଥିବା ଫାର୍ମାସିଷ୍ଟ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଡ୍ରାଇଭର ଏବଂ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଗତକାଲି ବିଳମ୍ୱିତ ରାତିରେ ଆମ୍ୱୁଲାନ୍ସଟି କପ୍ତିପଦା ବ୍ଲକ୍‌ ଶରତରୁ ଉଦଳା ବ୍ଲକ୍‌ ମାର୍ଶିଗାଁ ଗ୍ରାମକୁ ରୋଗୀ ଆଣିବା ପାଇଁ ଯାଉଥିଲା। ହେଲେ ବାଉଁଶପାଳ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତାରୁ ତଳକୁ ଖସି ଯାଇଥିଲା ଓ ଓଲଟି ପଡ଼ିଥିଲା।



from Odisha Reporter http://bit.ly/2MnRqMX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages