ସମ୍ଭାବ୍ୟ ମନ୍ତ୍ରୀ ତାଲିକାରେ ରହିଛି ଏମାନଙ୍କ ନାଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 24, 2019

ସମ୍ଭାବ୍ୟ ମନ୍ତ୍ରୀ ତାଲିକାରେ ରହିଛି ଏମାନଙ୍କ ନାଁ

patnaik

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଧାନସଭା ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଏବେ ମନ୍ତ୍ରିମଣ୍ଡଳ ଗଠନକୁ ନେଇ ଆରମ୍ଭ ହୋଇଛି ଅଙ୍କକଷା। କାହାକୁ ମିଳିବ ମନ୍ତ୍ରୀପଦ, କେଉଁ ଅଞ୍ଚଳରୁ କିଏ ସାମିଲ ହେବେ- ସେ ସଂପର୍କରେ ନାନା କଳ୍ପନା ଜଳ୍ପନା ଚାଲିଛି। କ୍ୟାବିନେଟରେ କାହାକୁ ମିଳିବ ଗୁରୁତ୍ୱ, ସେନେଇ ମଧ୍ୟ ଚର୍ଚ୍ଚା ଚାଲିଛି। ଗତ ଥର ଯିଏ ମନ୍ତ୍ରୀ ପଦ ପାଇଥିଲେ, ସେମାନେ ଏଥର ରହିବେ ତ? ୟାକୁ ନେଇ ମଧ୍ୟ ଚର୍ଚ୍ଚା ଚାଲିଛି। ତେବେ ସମ୍ଭାବ୍ୟ ତାଲିକାରେ ବହୁ ବିଧାୟକ ଅଛନ୍ତି।

ସେମାନେ ହେଲେ ରାଜେନ୍ଦ୍ର ଢୋଲକିଆ, ଭୂପିନ୍ଦର ସିଂ, ମନୋହର ରାନ୍ଧାରୀ, ପଦ୍ମନୀ ଦିଆନ୍ ,ପ୍ରଦୀପ ପାଣିଗ୍ରାହୀ ,ସୂର୍ଯ୍ୟ ନାରାୟଣ ପାତ୍ର ,ଜଗନ୍ନାଥ ସାର୍କା, ସ୍ନେହାଙ୍ଗିନୀ ଛୁରିଆ,ସୁଶାନ୍ତ ସିଂ, କିଶୋର ମହାନ୍ତି, ନବ ଦାସ, ଶାରଦା ନାୟକ, ଟୁକୁନି ସାହୁ, ପ୍ରଦୀପ ଅମାତ, ବିକ୍ରମ କେଶରୀ ଆରୁଖ, ରୋହିତ ପୂଜାରୀ, ବଦ୍ରି ନାରାୟଣ ପାତ୍ର, ପ୍ରଫୁଲ୍ଲ ମଲ୍ଲିକ, ରଜନୀକାନ୍ତ ସିଂ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ରସାରଥୀ ବେହେରା, ସୌମ୍ୟରଞ୍ଜନ ପଟ୍ଟନାୟକ, ଅରୁଣ ସାହୁ, ସମୀର ରଞ୍ଜନ ଦାସ, ଅଶୋକ ପଣ୍ଡା, ସୁଦାମ ମାରାଣ୍ଡି, ଅନନ୍ତ ଦାସ, ପ୍ରଫୁଲ୍ଲ ସାମଲ, ପ୍ରମିଳା ମଲ୍ଲିକ, ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ଅମର ଶତପଥୀ।



from Odisha Reporter http://bit.ly/2wgjyXk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages