ପିଙ୍କିଙ୍କୁ ପଛରେ ପକାଇ ଦେଇଛନ୍ତି ସୂର୍ଯ୍ୟ ପାତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 23, 2019

ପିଙ୍କିଙ୍କୁ ପଛରେ ପକାଇ ଦେଇଛନ୍ତି ସୂର୍ଯ୍ୟ ପାତ୍ର

pinki

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଗପହଣ୍ଡି ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ତଥା ମନ୍ତ୍ରୀ ସୂର୍ଯ୍ୟ ପାତ୍ର ଆଗୁଆ ଅଛନ୍ତି। ଆଉ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେପି ପ୍ରାର୍ଥୀ ପିଙ୍କି ପ୍ରଧାନ ପଛରେ ଅଛନ୍ତି।

ଅନ୍ୟପକ୍ଷରେ ଚିଲିକା ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଆଗୁଆ ଅଛନ୍ତି।

ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ଗଣତି ହେଉଛି। ୬୩ଟି ଭୋଟ୍ ଗଣତି କେନ୍ଦ୍ରରେ ଏକ ସମୟରେ ଚାଲିଛି ଗଣତି।

ଖବର ଲେଖାଯିବା ସୁଦ୍ଧା ବିଜେଡି ୧୦୦ରୁ ଅଧିକ ଆସନରେ ଆଗୁଆ ଥିବା ବେଳେ ବିଜେପି ୨୮ ଆସନରେ ଆଗୁଆ ରହିଛି। କଂଗ୍ରେସ ୧୪ଟି ଆସନରେ ଆଗୁଆ ରହିଛି। ଲୋକସଭା ଆସନରେ ବିଜେଡି ୧୪ଟି ଆସନରେ ଆଗୁଆ ରହିଥିବା ବେଳେ ବିଜେପି ୭ଟି ଆସନରେ ଆଗୁଆ ରହିଛି।



from Odisha Reporter http://bit.ly/2EqcL1K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages