
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କେନ୍ଦୁଝର ଜିଲ୍ଲା ଚମ୍ପୁଆ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ବିଜୟୀ ହୋଇଛନ୍ତି। ମିନାକ୍ଷୀ ବିଜେପିର ମୁରଲୀ ଶର୍ମାଙ୍କୁ ୨୫, ୫୦୪ ଭୋଟରେ ହରାଇଛନ୍ତି।
୨୦୧୪ରେ ଏଠାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ସନାତନ ମହାକୁଡ଼ ଜିତିଥିଲେ।
from Odisha Reporter http://bit.ly/2HxQOjh
No comments:
Post a Comment