ଜଳିଗଲା ଭୀମଭୋଇ ମେଡିକାଲ୍‌ କଲେଜ ହସ୍ପିଟାଲ୍ ଗୋଦାମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 6, 2019

ଜଳିଗଲା ଭୀମଭୋଇ ମେଡିକାଲ୍‌ କଲେଜ ହସ୍ପିଟାଲ୍ ଗୋଦାମ

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗିର ଭୀମଭୋଇ ମେଡିକାଲ୍‌ କଲେଜ ହସ୍ପିଟାଲ୍‌ର ଗୋଦାମରେ ଆଜି ସନ୍ଧ୍ୟା ବେଳେ ଅଗ୍ନିକାଣ୍ଡ ଘଟିଛି। ଔଷଧ ଗୋଦାମ ନିକଟରେ ଥିବା ଅନ୍ୟ ଦୁଇଟି ଗୋଦାମରେ ନିଆଁ ଲାଗିଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ବିଭିନ୍ନ ୱାର୍ଡ଼ରେ ଭୟର ବାତାବରଣ ଖେଳି ଯାଇଥିଲା। ରୋଗୀମାନେ ବେଡ୍‌ ଛାଡ଼ି ପଳାଇ ଯାଇଥିଲେ।

ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ମେଡିକାଲ୍‌ରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର କେଉଁ କାରଣରୁ ନିଆଁ ଲାଗିଥିଲା, ତାହା ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ମେଡିକାଲ୍‌ କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ମୁହଁ ଖୋଲୁ ନାହାନ୍ତି।



from Odisha Reporter http://bit.ly/2PQ5Nrw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages