୨୭ ମେ’, ସୋମବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 26, 2019

୨୭ ମେ’, ସୋମବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

astro

ମେଷ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ:  ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଲାଗି ରହିଥିବା ଚିନ୍ତା ଦୂର ହେବ।

ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ଅଟକି  ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ:  ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।



from Odisha Reporter http://bit.ly/2QsjIEh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages