ଏହିସବୁ ଜିଲ୍ଲା ପାଇଁ ହିଟ୍‌ ୱେଭ୍‌ କଣ୍ଡିସନ୍ ନେଇ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 25, 2019

ଏହିସବୁ ଜିଲ୍ଲା ପାଇଁ ହିଟ୍‌ ୱେଭ୍‌ କଣ୍ଡିସନ୍ ନେଇ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସହ୍ୟ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଆସନ୍ତା ଦୁଇ ତିନି ଦିନ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହିଟ୍‌ ୱେଭ୍‌ କଣ୍ଡିସନ୍ ଜାରି ରହିବ। ସ୍ୱାଭାବିକ ତାପମାତ୍ର ଠାରୁ ଦୁଇ ତିନି ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ସେହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର , ବରଗଡ଼, ଦେବଗଡ଼, ନୂଆପଡ଼ା ,ଝାରସୁଗୁଡ଼ା ଓ ବଲାଙ୍ଗିର। ପାଣିପାଗ ବିଶେଷଜ୍ଞ ସୁଦର୍ଶନ ମିଶ୍ର ଏନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ କିଛି ଜିଲ୍ଲାରେ ମଧ୍ୟ ଅଳ୍ପ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ,କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର।”

ସେ ଆହୁରି କହିଛନ୍ତି,“ ଉପକୂଳ ଓଡିଶାରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ। କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶା ଓ ପଶ୍ଚିମ ଓଡିଶାରେ ୪୦ଡିଗ୍ରୀରୁ ଅଧିକ ହେବ।”



from Odisha Reporter http://bit.ly/2M8FmPE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages