ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟିନେଲେ  - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 8, 2019

ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟିନେଲେ 

କେନ୍ଦୁଝର(ଓଡ଼ିଶା ରିପୋର୍ଟର):କେନ୍ଦୁଝର ଜିଲ୍ଲା ବୋଲାଣିପସି-କଣ୍ଟିଆପୋଡ଼ା ରାସ୍ତାରେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କ ନାଁ ଭୀମସେନ ମହାନ୍ତ।

ଗତକାଲି ଦିନ ୩ଟା ବେଳେ ଭୀମସେନ ସାହାରାପୋଡ଼ାର ଦିଗପସିରୁ କେନ୍ଦୁଝର ଯିବାବେଳେ ୨ ଜଣ ଦୁର୍ବୃତ୍ତ ପଲସର ବାଇକ୍‌ରେ ଆସି ତାଙ୍କୁ ଠେଲି ଦେଇଥିଲେ। ଏହାସହ ବ୍ଲେଡ୍‌ ମଧ୍ୟ ମାରି ଦେଇଥିଲେ।

ତେବେ ଭୀମସେନ ହେଲ୍‌ମେଟ୍‌ ମାଧ୍ୟମରେ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ୨ ଦୁର୍ବୃତ୍ତ ତାଙ୍କ ପର୍ସ ଓ ଟଙ୍କା ବ୍ୟାଗ୍‌ ନେଇଯାଇଥିଲେ।

ପର୍ସରେ ୫ ହଜାର ଓ ବ୍ୟାଗରେ ଥିବା ୧୮ ହଜାର ଟଙ୍କା ଲୁଟ୍ ହୋଇଥିବା ଭୀମସେନ କହିଛନ୍ତି।



from Odisha Reporter http://bit.ly/2WFX2Ti

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages