ବ୍ୟବସାୟୀଙ୍କ ଠାରୁ ୩ ଲକ୍ଷ ଟଙ୍କା ଝାମ୍ପିନେଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 22, 2019

ବ୍ୟବସାୟୀଙ୍କ ଠାରୁ ୩ ଲକ୍ଷ ଟଙ୍କା ଝାମ୍ପିନେଲେ

ରାୟଗଡ଼ା(ଓଡ଼ିଶା ରିପୋର୍ଟର): ରାୟଗଡ଼ାରେ ବ୍ୟବସାୟୀଙ୍କଠୁ ୩ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଶିଖରପାଇ ଗାଁର ବ୍ୟବସାୟୀ ଟି.ମହେଶ୍ୱର ରାୟଗଡ଼ା ଆନ୍ଧ୍ର ବ୍ୟାଙ୍କରୁ ୩ଲକ୍ଷ ଟଙ୍କା ଏକ ବ୍ୟାଗରେ ରଖି ପାଖରେ ଥିବା ଏଟିଏମ୍ କୁ ଯାଇଥିବାବେଳେ ୨ଜଣ ଦୁର୍ବୃତ୍ତ ଏକ ସ୍କୁଟିରେ ଆସି ଟଙ୍କା ବ୍ୟାଗ୍ ଧରି ଚମ୍ପଟ୍ ମାରିଥିଲେ।

ଏନେଇ ମହେଶ୍ୱର ରାୟଗଡ଼ା ଥାନାରେ ଅଭିଯୋଗ କରିବା ପରେ ପୁଲିସ ସିସିଟିଭି ଯାଞ୍ଚ କରି ତଦନ୍ତ କରୁଛି ।



from Odisha Reporter http://bit.ly/2Qfwoys

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages