କେନ୍ଦ୍ରାପଡ଼ାରେ ହେବ ଆଉ ୩୦ଟି ବାତ୍ୟା ଆଶ୍ରୟସ୍ଥଳୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 16, 2019

କେନ୍ଦ୍ରାପଡ଼ାରେ ହେବ ଆଉ ୩୦ଟି ବାତ୍ୟା ଆଶ୍ରୟସ୍ଥଳୀ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନିର୍ମାଣ ହେବ ଆଉ ୩୦ଟି ବାତ୍ୟା ଆଶ୍ରୟସ୍ଥଳୀ। ଆଜି କେନ୍ଦ୍ରାପଡ଼ା ଗସ୍ତରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା ପରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ର

ତି ବାତ୍ୟା ଆଶ୍ରୟସ୍ଥଳରେ ୨ କୋଟି ଟଙ୍କା ଲେଖାଏଁ ଖର୍ଚ୍ଚ ହେବ। ସେହିଭଳି ଫୋନି ଦ୍ୱାରା କ୍ଷତିଗ୍ରସ୍ତ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ମରାମତି ପାଇଁ ୨ ଲକ୍ଷ ମିଳିବ। ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଚାଷୀ, ମତ୍ସ୍ୟଜୀବୀଙ୍କୁ ତୁରନ୍ତ ସହାୟତା ଦେବାକୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିପନ୍ନଙ୍କୁ ସହାୟତା ପ୍ୟାକେଜ ସହ କେହି ଯୋଗ୍ୟ ହିତାଧିକାରୀ ଯେପରି ବଞ୍ଚିତ ନ ହେବା ସେଥିପ୍ରତି ମଧ୍ୟ ଦୃଷ୍ଟି ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।



from Odisha Reporter http://bit.ly/2Edguj4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages