କ୍ୟାବିନେଟ ମନ୍ତ୍ରୀ ହୋଇପାରନ୍ତି ଅମିତ୍ ଶାହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 24, 2019

କ୍ୟାବିନେଟ ମନ୍ତ୍ରୀ ହୋଇପାରନ୍ତି ଅମିତ୍ ଶାହ

ନୂଆଦିଲ୍ଲୀ: ଦେଶରେ ବିଜେପି ପୁଣି ସରକାର ଗଢ଼ିବା ସ୍ପଷ୍ଟ ହୋଇଛି। ଏବେ ମୋଦିଙ୍କ ଦ୍ୱିତୀୟ ସରକାରରେ କିଏ କିଏ ମନ୍ତ୍ରୀ ହେବେ, ସେ ନେଇ ଆଲୋଚନା ଆରମ୍ଭ ହୋଇଛି। ଦଳକୁ ବମ୍ପର ସଫଳତା ଦେବା ପରେ ବିଜେପି ସଭାପତି ମୋଦିଙ୍କ ଦ୍ୱିତୀୟ ସରକାରରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦ ସମ୍ଭାଳିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ବିଜେପିରେ ଲଗାତର କେହି ସଭାପତି କେହି ରହିପାରିବେନି ବୋଲି ନିୟମ ରହିଛି। ସେହିପରି, ଦଳର ସଭାପତି ଥିବା ବ୍ୟକ୍ତି ମନ୍ତ୍ରୀ ରହିପାରିବେନି ବୋଲି ନିୟମ ରହିଛି। ତେଣୁ ଅମିତ ଶାହ ଏବେ ଦଳର ସଭାପତି ହେବା ପରିବର୍ତ୍ତେ ସରକାରରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।



from Odisha Reporter http://bit.ly/2HRlyuM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages