ପ୍ରଦୀପ ଅମାତ ପଛରେ, ସୁଶାନ୍ତ ଆଗରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 22, 2019

ପ୍ରଦୀପ ଅମାତ ପଛରେ, ସୁଶାନ୍ତ ଆଗରେ

pradeep

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ମୋଟ ୧୪୬ଟି ବିଧାନସଭା ଆସନ ପାଇଁ ମତଦାନ ହୋଇଥିବା ବେଳେ ୨୩ଟିର ଗଣତିର ଫଳାଫଳ ଆସୁଛି। ଏଥିରୁ ୧୭ଟିରେ ବିଜେଡି ଆଗରେ ରହିଥିବା ବେଳେ ୫ଟିରେ ବିଜେପି ଆଗରେ ରହିଛି। ସେହିପରି କଂଗ୍ରେସ ଗୋଟିଏ ଆସନରେ ଆଗରେ ଚାଲିଛି।

ବିଜେଡି ପ୍ରାର୍ଥୀ ପ୍ରଦୀପ ଅମାତ ବୌଦ୍ଧ ବିଧାନସଭା ଆସନରେ ପଛରେ ଚାଲିଥିବା ବେଳେ ବିଜେପି ପ୍ରାର୍ଥୀ ସୁଶାନ୍ତ ପ୍ରଧାନୀ ଆଗରେ ରହିଛନ୍ତି। ନବରଙ୍ଗପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସଦାନନ୍ଦ ପ୍ରଧାନୀ ଆଗୁଆ ରହିଥିବା ବେଳେ ବୀରମହାରାଜପୁର ଆସନରେ ବିଜେପି ପ୍ରାର୍ଥୀ ରଘୁନାଥ ଜଗଦଳା ଆଗୁଆ ରହିଛନ୍ତି। ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗରେ ରହିଛନ୍ତି।



from Odisha Reporter http://bit.ly/2HBb6sx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages