ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 26, 2019

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

deadbody

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଣ୍ଡପଡ଼ା ଥାନା ଅନ୍ତର୍ଗତ ବହୁଟିଆ ନାଳ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ବୈଲୋଚନ ବେହେରା (୨୫)। ତାଙ୍କ ଘର ହୁଣ୍ଡା ପଞ୍ଚାୟତର ବାଂଶପାଳ ସାହିରେ।

ଆଜି ସକାଳେ ଗାଁ ଲୋକେ ନାଳକୁ ଗାଧୋଇବାକୁ ଯାଉଥିବା ବେଳେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ତେବେ ବୈଲୋଚନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପଣ୍ଡାପଡ଼ା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter http://bit.ly/2HYf2m0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages