ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 18, 2019

ଓଲଟି ପଡ଼ିଲା ବସ୍‌

bus1

ବଣାଇ(ରଣଜିତ୍ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡର ଦର୍ଜି ନିକଟରେ ୧୪୩ ନମ୍ୱର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

bus23ବସ୍‌ଟି ପାଲଲହଡ଼ାରୁ ରାଉରକେଲା ଯାଉଥିଲା। ବସ୍‌ର ଏକ୍ସେଲ ପତି ଭାଙ୍ଗି ଯିବାରୁ ତାହା ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା।

bus45ଖବର ପାଇ ପୁଲିସ୍‌ ଓ ଦମକଳ ବାହିନୀ କର୍ମଚାରୀ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ।



from Odisha Reporter http://bit.ly/2Eh5eCu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages