ହାରିଲେ ସଞ୍ଜୟ ଦତ୍ତଙ୍କ ଭଉଣୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 23, 2019

ହାରିଲେ ସଞ୍ଜୟ ଦତ୍ତଙ୍କ ଭଉଣୀ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସଞ୍ଜୟ ଦତ୍ତଙ୍କ ଭଉଣୀ ପ୍ରିୟା ଦତ୍ତଙ୍କୁ ଶେଷରେ ପରାସ୍ତ ହେବାକୁ ପଡ଼ିଛି। ସେ ଚଳିତ ନିର୍ବାଚନରେ କଂଗ୍ରେସ ଟିକେଟ୍‌ରୁ ଉତ୍ତର-କେନ୍ଦ୍ରୀୟ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିଲେ। ତେବେ ତାଙ୍କୁ ବିଜେପିର ପୁନମ ମହାଜନ ପରାସ୍ତ କରିଛନ୍ତି।

ପରାଜୟ ନେଇ ପ୍ରିୟା ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, “ ମୋତେ ସମର୍ଥନ କରିଥିବା ସମସ୍ତ କର୍ମୀ ଓ ଜନତାଙ୍କୁ ଧନ୍ୟବାଦ ଦେଉଛି। ତେବେ ଲୋକଙ୍କ ନିଷ୍ପତ୍ତି ଏବେ ସାମ୍ନାକୁ ଆସିଛି। ମୁଁ ଏହାକୁ ସମ୍ମାନ ଜଣାଉଛି। ଏଥିସହ ପୁନମଙ୍କୁ ବିଜୟ ପାଇଁ ଶୁଭେଚ୍ଛା ଜଣାଉଛି।”



from Odisha Reporter http://bit.ly/2VWCWbf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages