
ବାରାଣସୀ: ଯାହା ଆଶା କରାଯାଉଥିଲା ସେଇଆ ହିଁ ହେଲା। ଉତ୍ତର ପ୍ରଦେଶରୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୃହତ ୩.୮୫ ଲକ୍ଷ ଭୋଟ୍ରେ ବିଜୟୀ ହୋଇଛନ୍ତି। ତାଙ୍କ ବିରୋଧରେ ସପା-ବିଏସ୍ପି ମେଣ୍ଟ ପକ୍ଷରୁ ଶାଳିନୀ ଯାଦବଙ୍କୁ ପ୍ରାର୍ଥୀ କରାଯାଇଥିଲା।
ସେହିପରି କଂଗ୍ରେସ ୨୦୧୪ ପରି ୨୦୧୯ରେ ମଧ୍ୟ ଅଜିତ ରାୟଙ୍କ ଉପରେ ଭରସା କରିଥିଲା। ହେଲେ ମୋଦି ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି।
ଗତଥର ମୋଦିଙ୍କ ବିରୋଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରାର୍ଥୀ ହୋଇଥିଲେ। କିନ୍ତୁ ମୋଦି ତାଙ୍କୁ ୩ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।
from Odisha Reporter http://bit.ly/2Wo5olN
No comments:
Post a Comment