ରେକର୍ଡ କଲେ ଅମିତ ଶାହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 23, 2019

ରେକର୍ଡ କଲେ ଅମିତ ଶାହ

ନୂଆଦିଲ୍ଲୀ: ପ୍ରଥମଥର ଲୋକସଭା ନିର୍ବାଚନ ଲଢ଼ୁଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ରେକର୍ଡ କରିଛନ୍ତି। ତାଙ୍କୁ ଦଳ ଗୁଜରାଟ୍‌ର ଗାନ୍ଧି ନଗରରୁ ପ୍ରାର୍ଥୀ କରିଥିଲା। ବର୍ତ୍ତମାନ ସୁଦ୍ଧା ଶେଷ ହୋଇଥିବା ୨୧ ରାଉଣ୍ଡ ଗଣତି ପରେ ଶାହ ପ୍ରତିପକ୍ଷ ଦଳର ପ୍ରାର୍ଥୀଙ୍କ ଠାରୁ ୫.୩୦ ଲକ୍ଷ ଭୋଟରେ ଆଗରେ ରହିଛନ୍ତି। ଯଦି ଏହି ବ୍ୟବଧାନରେ ସେ ଜିତିବେ, ତା’ହେଲେ ସେ ନିଶ୍ଚିତ ଏକ ରେକର୍ଡ କରିବେ।

୨୦୧୪ରେ ଏହି ଗାନ୍ଧିନଗର ଆସନରେ ବିଜେପିର ବରିଷ୍ଠ ନେତା ଏଲକେ ଆଡଭାନୀ ପ୍ରାର୍ଥୀ ହୋଇଥିଲେ। ସେ ମଧ୍ୟ ବିପୁଳ ସଂଖ୍ୟାରେ ଭୋଟ୍‌ ପାଇଁ ବିଜୟୀ ହୋଇଥିଲେ।

ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶର ବାରାଣସୀ ଆସନରୁ ୨.୫ ଲକ୍ଷ ଭୋଟ୍‌ରେ ଆଗରେ ଅଛନ୍ତି। ମୋଦିଙ୍କ ବିରୋଧରେ କଂଗ୍ରେସ ଅଜିତ ରାୟଙ୍କୁ ପ୍ରାର୍ଥୀ କରିଥିଲା।



from Odisha Reporter http://bit.ly/2YOZiIV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages