
ରାଉରକେଲା (ଓଡ଼ିଶା ରିପୋର୍ଟର): ରାଉରକେଲାର ଉଦିତ୍ ନଗର ଥାନା ଅନ୍ତର୍ଗତ ମଧୁସୂଦନପାଲିରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ରବି ରାଜା।
ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।
from Odisha Reporter http://bit.ly/2LlMurh
No comments:
Post a Comment