୧୧ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 28, 2019

୧୧ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବ। ୩୦ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଓଗଡ଼, ବରଗଡ଼, ସମ୍ବଲପୁର, ବୌଦ୍ଧ,କେନ୍ଦୁଝର, ଅନୁଗୋଳ, କନ୍ଧମାଳ, ନୟାଗଡ଼ ଓ ମୟୂରଭଞ୍ଜ। ଅପରାହ୍ନ ୫ଟା ୩୦ ଯାଏ ଏହି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି।



from Odisha Reporter http://bit.ly/2WvODVR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages