ବିଜେପି କର୍ମୀଙ୍କୁ ୫.୩୦ରେ ଭେଟିବେ ମୋଦି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 23, 2019

ବିଜେପି କର୍ମୀଙ୍କୁ ୫.୩୦ରେ ଭେଟିବେ ମୋଦି

ନୂଆଦିଲ୍ଲୀ: ଭୋଟ୍‌ ଗଣତିର ପ୍ରାଥମିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ୩୦୦ରୁ ଅଧିକ ଆସନ ଜିତିବାର ସମ୍ଭାବନା ରହିଛି। ଏହି ଆକଳନ ପରେ ବିଜେପି କର୍ମୀ ଉତ୍ସାହିତ ହୋଇପଡ଼ିଛନ୍ତି।

ଏବେଠାରୁ ବିଜେପି ମୁଖ୍ୟାଳୟରେ ଉତ୍ସବ ପାଳନ ଆରମ୍ଭ ହୋଇଗଲାଣି। ସେହିପରି ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଦଳୀୟ କର୍ମୀଙ୍କୁ ଭେଟିବାର କାର୍ଯ୍ୟ ରହିଛି।

ଆଜି ସନ୍ଧ୍ୟା ୫.୩୦ରେ ମୋଦି ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ପହଞ୍ଚିବେ। ଏହାପରେ ସେଠାରେ ଉପସ୍ଥିତ ଥିବା ୨୦ ହଜାର କର୍ମୀଙ୍କୁ ଉଦ୍‌ବୋଧନ ଦେବେ। ଏଥିସହ ବିଜୟ ପରେ କେମିତି ଏବଂ କେଉଁଠି ଉତ୍ସବ ପାଳନ କରାଯିବ, ସେନେଇ ମଧ୍ୟ ଆଜି ବୈଠକ ହେବ ବୋଲି ଜଣାପଡ଼ିଛି।



from Odisha Reporter http://bit.ly/2VYGOIU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages