ବାତ୍ୟା ଅଞ୍ଚଳ ବୁଲି ସମୀକ୍ଷା କରୁଛନ୍ତି ଧର୍ମେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 7, 2019

ବାତ୍ୟା ଅଞ୍ଚଳ ବୁଲି ସମୀକ୍ଷା କରୁଛନ୍ତି ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ପ୍ରଳୟଙ୍କରୀ ସାମୁଦ୍ରିକ ଝ଼ଡ ଫୋନି ପରେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରୁଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଫୋନି ଦ୍ୱାରା ବିଶେଷ ପ୍ରଭାବିତ ପୁରୀ ଜିଲ୍ଲାର ନିମାପଡ଼ା, ଗୋପ, କୋଣାର୍କ, ବ୍ରହ୍ମଗିରି, କୃଷ୍ଣପ୍ରସାଦ ଆଦି ଅଞ୍ଚଳ ପରିଦର୍ଶନ କରିବା ସହ ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରୁଛନ୍ତି ।

ଘରଭଙ୍ଗା, ଫସଲ ନଷ୍ଟ, ପଶୁ ସମ୍ପଦ କ୍ଷତିର ଆକଳନ ବିଳମ୍ବିତ ହେବା କାରଣରୁ ସରକାରୀ ସହାୟତା ମିଳିବାରେ ସମସ୍ୟା ଦେଖା ଦେଇଥିବା କଥା ଜାଣିବାକୁ ପାଇଛନ୍ତି କେନ୍ଦ୍ରମନ୍ତ୍ରୀ। ଲୋକମାନଙ୍କ ସହ ଏ ପ୍ରସଙ୍ଗରେ ଆଲୋଚନା କରିବା ପରେ ଏହି ସମସ୍ୟା ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଫୋନ ଯୋଗେ କଥା ହୋଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।



from Odisha Reporter http://bit.ly/2PUhI7w

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages