ଜଳଖିଆ ଦୋକାନ ଉପରକୁ ବୋମାମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 16, 2019

ଜଳଖିଆ ଦୋକାନ ଉପରକୁ ବୋମାମାଡ଼

attack

ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବଡ଼କେଦଣ୍ଡା ଛକରେ ଥିବା ଏକ ଜଳଖିଆ ଦୋକାନ ଉପରକୁ ବୋମାମାଡ଼ ହୋଇଛି। ଏଥିରେ ଜଣେ ଦୋକାନ କର୍ମଚାରୀ ଆହତ ହୋଇଛନ୍ତି। ତାଙ୍କୁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତି ପ୍ରାୟ ୯.୪୫ ମିନିଟ୍‌ରେ ଦୁଇ ଜଣ ଦୁର୍ବୃତ୍ତ ଗୋଟିଏ ବାଇକରେ ଆସି ଦୋକାନ ଉପରକୁ ବୋମା ଫିଙ୍ଗି  ଚାଲି ଯାଇ ଯାଇଥିଲେ।

ସୂଚନାଅନୁସାରେ, ଦୋକାନ ବନ୍ଦ ହୋଇଯାଇଥିଲେ ମଧ୍ୟ ଦୁଇ ଜଣ କର୍ମଚାରୀ ସେଠାରେ ଠିଆ ହୋଇଥିଲେ। ଏହି ସମୟରେ ବୋମାମାଡ଼ ହୋଇଥିଲା। ଏଥିରେ ଜଣେ ଜଣେ କର୍ମଚାରୀ ଆହତ ହୋଇଥିଲେ। ଏନେଇ ଦୋକାନ ମାଲିକ ଭଞ୍ଜନଗର ଥାନାରେ ଏତଲା ଦେଇଛନ୍ତି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି  ତଦନ୍ତ କରୁଛି।



from Odisha Reporter http://bit.ly/30sXRkG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages