ନବୀନଙ୍କୁ ମିଶାଇ ଶପଥ ନେବେ ୨୧ ମନ୍ତ୍ରୀ, ଗୋଟିଏ ମନ୍ତ୍ରୀ ପଦ ଖାଲି ରହିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 28, 2019

ନବୀନଙ୍କୁ ମିଶାଇ ଶପଥ ନେବେ ୨୧ ମନ୍ତ୍ରୀ, ଗୋଟିଏ ମନ୍ତ୍ରୀ ପଦ ଖାଲି ରହିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ କ୍ରମାଗତ ପଞ୍ଚମଥର ପାଇଁ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟାରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ମନ୍ତ୍ରିମଣ୍ଡଳରେ ୧୧ ଜଣ କ୍ୟାବିନେଟ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେବେ ବୋଲି ଆଜି ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ମନ୍ତ୍ରୀ ପଦକୁ ନବୀନ ଖାଲି ରଖିଛନ୍ତି।

ମୁଖ୍ୟମନ୍ତ୍ରୀ – ନବୀନ ପଟ୍ଟନାୟକ

କ୍ୟାବିନେଟ୍ ପାହ୍ୟା
୧- ରଣେନ୍ଦ୍ର ପ୍ରତାପ ସ୍ୱାଇଁ
୨- ବିକ୍ରମ କେଶରୀ ଆରୁଖ
୩- ପ୍ରଫୁଲ୍ଲ କୁମାର ମଲ୍ଲିକ
୪- ନିରଞ୍ଜନ ପୂଜାରୀ,
୫- ପଦ୍ମନାଭ ବେହେରା
୬- ପ୍ରତାପ ଜେନା
୭- ଅରୁଣ କୁମାର ସାହୁ
୮- ସୁଦାମ ମାର୍ଣ୍ଡି
୯- ସୁଶାନ୍ତ ସିଂ
୧୦- ନବ କିଶୋର ଦାସ
୧୧- ଟୁକୁନି ସାହୁ

ରାଷ୍ଟ୍ରମନ୍ତ୍ରୀ ପାହ୍ୟା

୧- ଅଶୋକ ଚନ୍ଦ୍ର ପଣ୍ଡା
୨- ସମୀର ରଞ୍ଜନ ଦାଶ
୩- ଜ୍ୟୋତି ପ୍ରକାଶ ପାଣିଗ୍ରାହୀ
୪- ଦିବ୍ୟଶଙ୍କର ମିଶ୍ର
୫- ପ୍ରେମାନନ୍ଦ ନାୟକ
୬- ପଦ୍ମିନୀ ଦିଆନ୍
୭- ରଘୁନନ୍ଦନ ଦାସ
୮- ତୁଷାରକାନ୍ତି ବେହେରା
୯- ଜଗନ୍ନାଥ ସାରକା



from Odisha Reporter http://bit.ly/2HGUyiz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages